1 Samuel 4:10 — Compare Translations
5 translations compared side by side
Odia - 1840
"ତହିଁରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କଲେ ଓ ଇଶ୍ରାୟେଲୀୟମାନେ ପରାସ୍ତ ହାଇେ ପ୍ରେତ୍ୟକକ ଆପଣା ଆପଣା ତମ୍ବୁକକ୍ସ୍ଟ ଫରେିଗଲେ, ସେତବେେଳେ ଅତି ମହାସଂହାର ହେଲା, କାରଣ ସେଥି ରେ ଇଶ୍ରାୟେଲର 30,000 ପଦାତିକ ସୈନ୍ଯ ମରି ପଡିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ଵୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲୀୟମାନେ ପରାସ୍ତ ହୋଇ ପ୍ରତ୍ୟେକ ଆପଣା ଆପଣା ତମ୍ବୁକୁ ଫେରିଗଲେ, ସେତେବେଳେ ଅତି ମହାସଂହାର ହେଲା, କାରଣ ସେଥିରେ ଇସ୍ରାଏଲର 30,000 ପଦାତିକ ସୈନ୍ୟ ମରି ପଡ଼ିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପଲେଷ୍ଟୀୟମାନେ ଯୁଦ୍ଧ କଲେ ଓ ଇସ୍ରାଏଲ ପରାସ୍ତ ହୋଇ ପ୍ରତ୍ୟେକେ ଆପଣା ଆପଣା ତମ୍ବୁକୁ ପଳାଇଲେ; ସେତେବେଳେ ଅତି ମହାସଂହାର ହେଲା; କାରଣ ଇସ୍ରାଏଲ ମଧ୍ୟରୁ ତିରିଶ ହଜାର ପଦାତିକ ମାରା ପଡ଼ିଲେ।