1 Samuel 4:11 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଧରିଲେ। ଆଉ ଏଲିଙ୍କର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନ ଓ ପୀନହସ୍ ହତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ହତ ହେଲେ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକକୁ ଧରିଲେ। ଆଉ ଏଲିଙ୍କର ଦୁଇ ପୁତ୍ର ହ‌ଫ୍‌ନି ଓ ପୀନହସ୍ ହତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍ନି ଓ ପୀନହସ୍‍ ହତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାପଡ଼ିଲା; ଆଉ ଏଲିଙ୍କର ଦୁଇ ପୁତ୍ର ହଫ୍‍ନି ଓ ପୀନହସ୍‍ ହତ ହେଲେ।