1 Samuel 4:12 — Compare Translations
5 translations compared side by side
Odia - 1840
"ସୈନ୍ଯମାନଙ୍କ ମଧ୍ଯରକ୍ସ୍ଟ ଜଣେ ବିନ୍ଯାମୀନିଯ ଲୋକ ୟକ୍ସ୍ଟଦ୍ଧଭୂମି ଛାଡି ଦଲୋ ଓ ସାରା ରାସ୍ତା ରେ ସିଯୋଲ ଆଡକକ୍ସ୍ଟ ଦୌଡିଲା। ତା'ର ବସ୍ତ୍ରଗକ୍ସ୍ଟଡିକ ଚିରିଗଲା ଏବଂ ତା'ର ମସ୍ତକରେ ମାଟି ଥିଲା। ସହେିଦିନ ସେ ସିଯୋଲ ରେ ପହଞ୍ଚିଲା"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ସୈନ୍ୟମାନଙ୍କ ମଧ୍ୟରୁ ଜଣେ ବିନ୍ୟାମୀନିୟ ଲୋକ ଯୁଦ୍ଧଭୂମି ଛାଡ଼ି ଦେଲା ଓ ସାରା ରାସ୍ତାରେ ଶୀଲୋ ଆଡ଼କୁ ଦୌଡ଼ିଲା। ତା’ର ବସ୍ତ୍ରଗୁଡ଼ିକ ଚିରିଗଲା ଏବଂ ତା’ର ମସ୍ତକରେ ମାଟି ଥିଲା। ସେହି ଦିନ ସେ ଶୀଲୋରେ ପହଞ୍ଚିଲା
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସୈନ୍ୟ ମଧ୍ୟରୁ ବିନ୍ୟାମୀନୀୟ ଜଣେ ଲୋକ ଦୌଡ଼ିଲା, ପୁଣି, ସେ ଆପଣା ବସ୍ତ୍ର ଚିରି ମସ୍ତକରେ ମାଟି ଦେଇ ସେହି ଦିନ ଶୀଲୋରେ ଉପସ୍ଥିତ ହେଲା।