1 Samuel 4:13 — Compare Translations
5 translations compared side by side
Odia - 1840
"ସହେି ସମୟରେ ଏଲି ଫାଟକ ପାଖ ରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନିମନ୍ତେ ତାଙ୍କର ହୃଦଯ ଉତ୍କସ୍ଖିତ ଥିଲା। ଇତ୍ଯବସର ରେ ସହେିଲୋକ ସମ୍ବାଦ ଦଲୋ ଏବଂ ନଗରୟାକ ଉଚ୍ଚସ୍ବର ରେ କାନ୍ଦି ଉଠିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ଵରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା । ଏଥିରେ ସେହି ଲୋକ ନଗରକୁ ଆସି ସମ୍ଵାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ଏଲି ଫାଟକ ପାଖରେ ବସି ଅପେକ୍ଷା କରିଥିଲେ, କାରଣ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନିମନ୍ତେ ତାଙ୍କର ହୃଦୟ ଉତ୍କଣ୍ଠିତ ଥିଲା। ଇତ୍ୟବସରରେ ସେହିଲୋକ ସମ୍ବାଦ ଦେଲା ଏବଂ ନଗରଯାକ ଉଚ୍ଚସ୍ୱରରେ କାନ୍ଦି ଉଠିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେ ଉପସ୍ଥିତ ହେବା ସମୟରେ, ଦେଖ, ଏଲି ବାଟ ପାଖରେ ଅପେକ୍ଷା କରି ଆପଣା ଆସନରେ ବସି ରହିଅଛନ୍ତି; କାରଣ ପରମେଶ୍ୱରଙ୍କ ସିନ୍ଦୁକ ନିମନ୍ତେ ତାଙ୍କର ଅନ୍ତଃକରଣ କମ୍ପିତ ହେଉଥିଲା। ଏଥିରେ ସେହି ଲୋକ ନଗରକୁ ଆସି ସମ୍ବାଦ ଦିଅନ୍ତେ, ନଗରଯାକ କାନ୍ଦି ଉଠିଲେ।
Odia IRV 2017 (ଓଡିଆ ବାଇବେଲ)