1 Samuel 4:15 — Compare Translations
5 translations compared side by side
Odia - 1840
"ସେ ସମୟରେ ଏଲି ଅଠାନବେ ବର୍ଷ ବଯସ୍କ ହାଇେଥିଲେ ଓ ଅନ୍ଧ ହାଇେଥିବାରକ୍ସ୍ଟ ସେ ଦେଖି ପାରିଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ଚାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସମୟରେ ଏଲି ଅଠାନବେ ବର୍ଷ ବୟସ୍କ ହୋଇଥିଲେ ଓ ଅନ୍ଧ ହୋଇଥିବାରୁ ସେ ଦେଖି ପାରିଲେ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ଏଲି ଅଠାନବେ ବର୍ଷ ବୟସ୍କ ଥିଲେ ଓ ତାଙ୍କର ଚକ୍ଷୁ ସ୍ତବ୍ଧ ହେବାରୁ ସେ ଦେଖି ପାରିଲେ ନାହିଁ।