1 Samuel 4:16 — Compare Translations
5 translations compared side by side
Odia - 1840
"ତା'ପରେ ସହେି ଲୋକଟି ଏଲିଙ୍କକ୍ସ୍ଟ କହିଲା, ମୁ ଏକ ସୈନ୍ଯ ୟିଏ କି ଏବେ ଯୁଦ୍ଧରୁ ଫରେି ଆସିଲି। ମୁ ଆଜି ଯୁଦ୍ଧରୁ ଦୌଡି ପଳାଇ ଆସିଲି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ । ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା?
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେହି ଲୋକଟି ଏଲିଙ୍କୁ କହିଲା, “ମୁଁ ଏକ ସୈନ୍ୟ ଯିଏ କି ଏବେ ଯୁଦ୍ଧରୁ ଫେରି ଆସିଲି।” ମୁଁ ଆଜି ଯୁଦ୍ଧରୁ ଦୌଡ଼ି ପଳାଇ ଆସିଲି। ତା’ପରେ ଏଲି ତାକୁ ପଗ୍ଭରିଲେ, “ହେ ପୁତ୍ର, କ’ଣ ହେଲା?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, “ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ।” ତହିଁରେ ସେ କହିଲେ, “ହେ ପୁତ୍ର, କି କଥା ହେଲା?”
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେହି ମନୁଷ୍ୟ ଏଲିଙ୍କୁ କହିଲା, ଆମ୍ଭେ ସୈନ୍ୟ ମଧ୍ୟରୁ ଆଗତ ଲୋକ ଓ ଆମ୍ଭେ ଆଜି ସୈନ୍ୟ ମଧ୍ୟରୁ ପଳାଇ ଆସିଲୁ। ତହିଁରେ ସେ କହିଲେ, ହେ ପୁତ୍ର, କି କଥା ହେଲା?