1 Samuel 4:17 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦଇେ କହିଲା, ଇଶ୍ରାୟେଲ ପଲେଷ୍ଟୀୟମାନଙ୍କ ସମ୍ମକ୍ସ୍ଟଖରକ୍ସ୍ଟ ଦୌଡି ପଳାଇଲେ। ଇଶ୍ରାୟେଲୀୟ ସୈନ୍ଯବାହିନି ତାଙ୍କର ବହକ୍ସ୍ଟତ ସୈନ୍ଯ ହରାଇଲେ। ତୁମ୍ଭର ଦକ୍ସ୍ଟଇ ପକ୍ସ୍ଟତ୍ର ହଫନି ଓ ପୀନହସ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇଗେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସମାଗ୍ଭର ଆଣିଥିବା ଲୋକ ଉତ୍ତର ଦେଇ କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ଦୌଡ଼ି ପଳାଇଲେ। ଇସ୍ରାଏଲୀୟ ସୈନ୍ୟବାହିନୀ ତାଙ୍କର ବହୁତ ସୈନ୍ୟ ହରାଇଲେ। ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ ଓ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, “ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସମାଚାର ଆଣିବା ଲୋକ ଉତ୍ତର କରି କହିଲା, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରୁ ପଳାଇଲେ ଓ ଲୋକମାନଙ୍କ ମଧ୍ୟରେ ମହାସଂହାର ହେଲା; ମଧ୍ୟ ତୁମ୍ଭର ଦୁଇ ପୁତ୍ର ହଫ୍ନି ଓ ପୀନହସ୍ ମଲେ, ପୁଣି, ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।