1 Samuel 4:18 — Compare Translations

5 translations compared side by side

Odia - 1840
"ଯେତବେେଳେ ଏଲି ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡେ ପଡିଗଲେ, ତହକ୍ସ୍ଟଁ ତାଙ୍କର ବକେ ଭାଙ୍ଗିଗଲା ଓ ସେ ମୃତକ୍ସ୍ଟ୍ଯବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶବର୍ଷ ଇଶ୍ରାୟେଲର ନତେୃତ୍ବ ନେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ ପରମେଶ୍ଵରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ଵାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ । ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଯେତେବେଳେ ଏଲି ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଶୁଣିଲେ, ଏଲି ଆପଣା ଚୌକି ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଗଲା ଓ ସେ ମୃତ୍ୟୁବରଣ କଲେ, କାରଣ ସେ ବୃଦ୍ଧ ଓ ଭାରୀ ଥିଲେ। ସେ ଗ୍ଭଳିଶ୍ ବର୍ଷ ଇସ୍ରାଏଲର ନେତୃତ୍ୱ ନେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେ ପରମେଶ୍ୱରଙ୍କ ସିନ୍ଦୁକ ବିଷୟ କହିବା କ୍ଷଣେ ଏପରି ଘଟିଲା ଯେ, ଏଲି ଦ୍ୱାର ପାଖରେ ଆପଣା ଆସନରୁ ପଛଆଡ଼େ ପଡ଼ିଗଲେ, ତହୁଁ ତାଙ୍କର ବେକ ଭାଙ୍ଗିଯାଇ ସେ ମଲେ; କାରଣ ସେ ବୃଦ୍ଧ ଲୋକ ଓ ଭାରୀ ଥିଲେ। ସେ ଚାଳିଶ ବର୍ଷ ଇସ୍ରାଏଲର ବିଚାର କଲେ।