1 Samuel 4:19 — Compare Translations

5 translations compared side by side

Odia - 1840
"ସେ ସମୟରେ ଏଲିର ପକ୍ସ୍ଟତ୍ରବଧୂ ପୀନହସର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା'ର ପ୍ରସବକାଳ ନିକଟ ଥିଲା ଏହା ଶକ୍ସ୍ଟଣିବା ପରେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଧରା ପଡିଲା। ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯବରଣ କଲେ। ଅତି ପ୍ରସବକାଳିନ ୟନ୍ତ୍ରଣା ଭୋଗ କରୁକରୁ ସେ ପ୍ରସବ କଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ଵଶୁର ଓ ସ୍ଵାମୀ ମଲେ; ଏହି ସମ୍ଵାଦ ଶୁଣିବାମାତ୍ରେ ସେ ଆଣ୍ଠୋଇ ପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା ।
Odia Bible ERV 2004 (ପବିତ୍ର ବାଇବଲ)
ଗୌରବ ସମାପ୍ତ ହୋଇଗଲା ସେ ସମୟରେ ଏଲିର ପୁତ୍ରବଧୂ ପୀନହ‌ସ୍‌ର ସ୍ତ୍ରୀ ଗର୍ଭବତୀ ଥିଲା ଓ ତା’ର ପ୍ରସବକାଳ ନିକଟ ଥିଲା ଏହା ଶୁଣିବା ପରେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଧରା ପଡ଼ିଲା। ତା’ର ଶ୍ୱଶୁର ଓ ସ୍ୱାମୀ ମୃତ୍ୟୁବରଣ କଲେ। ଅତି ପ୍ରସବକାଳୀନ ଯନ୍ତ୍ରଣା ଭୋଗ କରୁ କରୁ ସେ ପ୍ରସବ କଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବକାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବାମାତ୍ରେ ସେ ଆଣ୍ଠୋଇପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।
Odia IRV 2017 (ଓଡିଆ ବାଇବେଲ)
ସେସମୟରେ ତାଙ୍କର ପୁତ୍ରବଧୂ ପୀନହସ୍‍ର ଭାର୍ଯ୍ୟା ଗର୍ଭବତୀ, ପ୍ରସବ କାଳ ନିକଟ ଥିଲା; ଏଣୁ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା, ଆଉ ତାହାର ଶ୍ୱଶୁର ଓ ସ୍ୱାମୀ ମଲେ; ଏହି ସମ୍ବାଦ ଶୁଣିବା ମାତ୍ରେ ସେ ଆଣ୍ଠୋଇ ପଡ଼ି ପ୍ରସବ କଲା; କାରଣ ସେହିକ୍ଷଣି ତାହାର ବେଦନା ଉପସ୍ଥିତ ହେଲା।