1 Samuel 4:2 — Compare Translations
5 translations compared side by side
Odia - 1840
"ଏହାପରେ ପଲେଷ୍ଟୀୟମାନେ ଇଶ୍ରାୟେଲ ବିରକ୍ସ୍ଟଦ୍ଧ ରେ ନିଜକକ୍ସ୍ଟ ପ୍ରସ୍ତକ୍ସ୍ଟତ କଲେ। ୟକ୍ସ୍ଟଦ୍ଧ ସମୟରେ ଇଶ୍ରାୟେଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ବାରା ପରାଜିତ ହେଲେ; ଓ 4,000 ସୈନ୍ଯ ୟକ୍ସ୍ଟଦ୍ଧ କ୍ଷେତ୍ର ରେ ମୃତକ୍ସ୍ଟ୍ଯବରଣ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣା-ମାନଙ୍କୁ ସଜାଇଲେ; ପୁଣି ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏହା ପରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ନିଜକୁ ପ୍ରସ୍ତୁତ କଲେ। ଯୁଦ୍ଧ ସମୟରେ ଇସ୍ରାଏଲୀୟଗଣ ପଲେଷ୍ଟୀୟମାନଙ୍କ ଦ୍ୱାରା ପରାଜିତ ହେଲେ; ଓ 4000 ସୈନ୍ୟ ଯୁଦ୍ଧ କ୍ଷେତ୍ରରେ ମୃତ୍ୟୁବରଣ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଆପଣାମାନଙ୍କୁ ସଜାଇଲେ; ପୁଣି, ସେମାନେ ଯୁଦ୍ଧରେ ଲାଗନ୍ତେ, ଇସ୍ରାଏଲ ପଲେଷ୍ଟୀୟମାନଙ୍କ ସମ୍ମୁଖରେ ପରାଜିତ ହେଲେ ଓ ସେମାନେ ସେହି ଯୁଦ୍ଧକ୍ଷେତ୍ରସ୍ଥ ସୈନ୍ୟ ମଧ୍ୟରୁ ଊଣାଧିକ ଚାରି ସହସ୍ର ଲୋକ ବଧ କଲେ।
Odia IRV 2017 (ଓଡିଆ ବାଇବେଲ)