1 Samuel 4:20 — Compare Translations
5 translations compared side by side
Odia - 1840
"ତା'ପରେ ପ୍ରାଯ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହାଇେଥିବା ସ୍ତ୍ରୀମାନେ ତାକକ୍ସ୍ଟ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପକ୍ସ୍ଟତ୍ର ପ୍ରସବ କରିଅଛ,"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ । ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ପ୍ରାୟ ତାହାର ମରଣ ହେଲାପରି, ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ,” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ କିଅବା ତହିଁରେ ମନ ଦେଲା ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, “ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ।” ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପ୍ରାୟ ତାହାର ମରଣ ସମୟରେ ତାହା ନିକଟରେ ଠିଆ ହୋଇଥିବା ସ୍ତ୍ରୀମାନେ ତାହାକୁ କହିଲେ, ଭୟ କର ନାହିଁ, ତୁମ୍ଭେ ତ ପୁତ୍ର ପ୍ରସବ କରିଅଛ। ମାତ୍ର ସେ କିଛି ଉତ୍ତର ଦେଲା ନାହିଁ, କିଅବା ତହିଁରେ ମନ ଦେଲା ନାହିଁ।