1 Samuel 4:21 — Compare Translations

5 translations compared side by side

Odia - 1840
"ସେ ସହେି ବାଳକର ନାମ ଐ-କାବୋଦ୍ ଦଲୋ। ତା'ର ଅର୍ଥ, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲି ୟାଇଛି।ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦକ୍ସ୍ଟକ ଧରା ପଡିଛି ଏବଂ ତା'ର ଶ୍ବଶକ୍ସ୍ଟର ଓ ସ୍ବାମୀ ମୃତକ୍ସ୍ଟ୍ଯ ବରଣ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ପରମେଶ୍ଵରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ଵଶୁର ଆଉ ସ୍ଵାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐ-କାବୋଦ୍ (ହୀନ ଗୌରବ) ରଖିଲା ।
Odia Bible ERV 2004 (ପବିତ୍ର ବାଇବଲ)
ସେ ସେହି ବାଳକର ନାମ ଐ-କାବୋଦ୍ ଦେଲା। ତା’ର ଅର୍ଥ, “ଇସ୍ରାଏଲରୁ ଗୌରବ ଗ୍ଭଲି ଯାଇଛି।”ଏହା ଧାରଣା ଦିଏ ଯେ ସଦାପ୍ରଭୁଙ୍କର ସିନ୍ଦୁକ ଧରା ପଡ଼ିଛି ଏବଂ ତା’ର ଶ୍ୱଶୁର ଓ ସ୍ୱାମୀ ମୃତ୍ୟୁବରଣ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା,” ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।
Odia IRV 2017 (ଓଡିଆ ବାଇବେଲ)
ଆଉ ପରମେଶ୍ୱରଙ୍କ ସିନ୍ଦୁକ ଧରାଯିବାରୁ ଓ ତାହାର ଶ୍ୱଶୁର ଆଉ ସ୍ୱାମୀ ହେତୁରୁ ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, ଏହା କହି ସେ ବାଳକର ନାମ ଐକାବୋଦ (ହୀନ ଗୌରବ) ରଖିଲା।