1 Samuel 4:22 — Compare Translations

5 translations compared side by side

Odia - 1840
"ଏବଂ ସେ କହିଲା, ଇଶ୍ରାୟେଲରକ୍ସ୍ଟ ଗୌରବ ଗ୍ଭଲିୟାଇଛି, କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ବହି ନିଆଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ଵରଙ୍କ ସିନ୍ଦୁକ ଧରାଗଲା ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ସେ କହିଲା, “ଇସ୍ରାଏଲରୁ ଗୌରବ ଗ୍ଭଲିଯାଇଛି,” କାରଣ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ବହି ନିଆଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେ କହିଲା, “ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।”
Odia IRV 2017 (ଓଡିଆ ବାଇବେଲ)
ଆଉ ସେ କହିଲା, ଇସ୍ରାଏଲ ମଧ୍ୟରୁ ଗୌରବ ଚାଲିଗଲା, କାରଣ ପରମେଶ୍ୱରଙ୍କ ସିନ୍ଦୁକ ଧରାଗଲା।