1 Samuel 4:5 — Compare Translations
5 translations compared side by side
Odia - 1840
"ପକ୍ସ୍ଟଣି ସଦାପ୍ରଭୁଙ୍କ ନିଯମ-ସିନ୍ଦକ୍ସ୍ଟକ ଛାଉଣୀକି ଆସନ୍ତେ ସମଗ୍ର ଇଶ୍ରାୟେଲ ଏପରି ମହା ଜଯଧ୍ବନି କଲେ, ଯେ ପୃଥିବୀ କଐିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକି ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ଵନିରେ ଜୟଧ୍ଵନି କଲେ ଯେ, ପୃଥିବୀ କମ୍ପିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକି ଆସନ୍ତେ ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନି କଲେ, ଯେ ପୃଥିବୀ କମ୍ପିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ନିୟମ-ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ନିୟମ ସିନ୍ଦୁକ ଛାଉଣିକୁ ଆସନ୍ତେ, ସମଗ୍ର ଇସ୍ରାଏଲ ଏପରି ମହା ଜୟଧ୍ୱନିରେ ଜୟଧ୍ୱନି କଲେ ଯେ, ପୃଥିବୀ କମ୍ପିଲା।