1 Samuel 4:6 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ପଲେଷ୍ଟୀୟମାନେ ସହେି ଜଯଧ୍ବନି ଶକ୍ସ୍ଟଣି କହିଲେ, ଏବ୍ରୀଯମାନଙ୍କ ଛାଉଣୀ ରେ ଏହି ମହାଜଯଧ୍ବନିର ଅଭିପ୍ରାଯ କ'ଣ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ଵନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ଵନି ଶଦ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକି ଆସିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନିର ଅଭିପ୍ରାୟ କ’ଣ?” ଆଉ ସେମାନେ ଜାଣିଲେ, ଯେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଇସ୍ରାଏଲର ଛାଉଣିକି ଅଣାଗଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, “ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ?” ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପଲେଷ୍ଟୀୟମାନେ ସେହି ଜୟଧ୍ୱନି ଶୁଣି କହିଲେ, ଏବ୍ରୀୟମାନଙ୍କ ଛାଉଣିରେ ଏହି ମହାଜୟଧ୍ୱନି ଶବ୍ଦର ଅଭିପ୍ରାୟ କଅଣ? ଆଉ ସେମାନେ ଜାଣିଲେ ଯେ, ସଦାପ୍ରଭୁଙ୍କ ସିନ୍ଦୁକ ଛାଉଣିକୁ ଆସିଅଛି।