1 Samuel 4:7 — Compare Translations
5 translations compared side by side
Odia - 1840
"ତହିଁରେ ପଲେଷ୍ଟୀୟମାନେ ଭୀତ ହାଇେ କହିଲେ, ପରମେଶ୍ବର ଛାଉଣୀକି ଆସି ଅଛନ୍ତି, ଆହକ୍ସ୍ଟରି ମଧ୍ଯ ସମାନେେ କହିଲେ, ହାୟ! ଆମ୍ଭମାନେେ ଅସକ୍ସ୍ଟବିଧା ରେ ଅଛକ୍ସ୍ଟ। ଏହା ପୂର୍ବରକ୍ସ୍ଟ ଏପରି କବେେ ହାଇନୋହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ଵର ଛାଉଣିକି ଆସିଅଛନ୍ତି । ଆହୁରି ସେମାନେ କହିଲେ, ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକି ଆସି ଅଛନ୍ତି, ଆହୁରି ମଧ୍ୟ ସେମାନେ କହିଲେ, ହାୟ! ଆମ୍ଭେମାନେ ଅସୁବିଧାରେ ଅଛୁ। ଏହା ପୂର୍ବରୁ ଏପରି କେବେ ହୋଇ ନାହିଁ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, “ପରମେଶ୍ୱର ଛାଉଣିକୁ ଆସିଅଛନ୍ତି।” ଆହୁରି ସେମାନେ କହିଲେ, “ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ପଲେଷ୍ଟୀୟମାନେ ଭୀତ ହୋଇ କହିଲେ, ପରମେଶ୍ୱର ଛାଉଣିକୁ ଆସିଅଛନ୍ତି। ଆହୁରି ସେମାନେ କହିଲେ, ହାୟ ହାୟ! ପୂର୍ବରେ ଏପରି କେବେ ହୋଇ ନାହିଁ।