1 Samuel 4:8 — Compare Translations
5 translations compared side by side
Odia - 1840
"ହାୟ! ଏହି ବଳବାନ୍ ଦବଗେଣ ହସ୍ତରକ୍ସ୍ଟ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦବଗେଣ ପ୍ରାନ୍ତର ରେ ଭୟଙ୍କର ରୋଗ ଓ ମହାମାରୀ ଦ୍ବାରା ମିସ୍ତ୍ରୀଯମାନଙ୍କୁ ଆଘାତ କରିଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ଵାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ହାୟ! ଏହି ବଳବାନ୍ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ଭୟଙ୍କର ରୋଗ ଓ ମହାମାରୀ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବପ୍ରକାର ଆଘାତ ଦ୍ୱାରା ମିସରୀୟମାନଙ୍କୁ ଆଘାତ କରିଥିଲେ।
Odia IRV 2017 (ଓଡିଆ ବାଇବେଲ)
ହାୟ ହାୟ! ଏହି ବଳବାନ ଦେବଗଣ ହସ୍ତରୁ ଆମ୍ଭମାନଙ୍କୁ କିଏ ଉଦ୍ଧାର କରିବ? ଏହି ଦେବଗଣ ପ୍ରାନ୍ତରରେ ସର୍ବ ପ୍ରକାର ଆଘାତ ଦ୍ୱାରା ମିସ୍ରୀୟମାନଙ୍କୁ ଆଘାତ କରିଥିଲେ।