1 Samuel 4:9 — Compare Translations
5 translations compared side by side
Odia - 1840
"ହେ ପଲେଷ୍ଟୀୟମାନେ, ତୁମ୍ଭମାନେେ ବଳବାନ ଓ ସାହସୀ ହକ୍ସ୍ଟଅ। ପୁରୁଷ ପଣ ରେ ୟକ୍ସ୍ଟଦ୍ଧ କର। ତହିଁରେ ଏବ୍ରୀଯମାନେ ଆମ୍ଭର ଦାସ ହାଇେଥିଲେ, ତେଣୁ ତୁମ୍ଭମାନେେ ନିଶ୍ଚଯ ସମାନଙ୍କେର ଦାସ ହାଇେ ପାରିବ ନାହିଁ। ତୁମ୍ଭମାନେେ ପୁରୁଷତ୍ବ ପ୍ରକାଶ କର ଓ ୟକ୍ସ୍ଟଦ୍ଧ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ଵ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ଵ ପ୍ରକାଶ କର ଓ ଯୁଦ୍ଧ କର ।
Odia Bible ERV 2004 (ପବିତ୍ର ବାଇବଲ)
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ଓ ସାହସୀ ହୁଅ। ପୁରୁଷ ପଣରେ ଯୁଦ୍ଧ କର। ତହିଁରେ ଏବ୍ରୀୟମାନେ ଆମ୍ଭର ଦାସ ହୋଇଥିଲେ, ତେଣୁ ତୁମ୍ଭେମାନେ ନିଶ୍ଚୟ ସେମାନଙ୍କର ଦାସ ହୋଇ ପାରିବ ନାହିଁ। ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।”
Odia IRV 2017 (ଓଡିଆ ବାଇବେଲ)
ହେ ପଲେଷ୍ଟୀୟମାନେ, ତୁମ୍ଭେମାନେ ବଳବାନ ହୁଅ ଓ ପୁରୁଷତ୍ୱ ପ୍ରକାଶ କର, ତହିଁରେ ଏବ୍ରୀୟମାନେ ଯେପରି ତୁମ୍ଭମାନଙ୍କର ଦାସ ହୋଇଅଛନ୍ତି, ସେପରି ତୁମ୍ଭେମାନେ ସେମାନଙ୍କର ଦାସ ହେବ ନାହିଁ; ତୁମ୍ଭେମାନେ ପୁରୁଷତ୍ୱ ପ୍ରକାଶ କର ଓ ଯୁଦ୍ଧ କର।