1 Samuel 5:1 — Compare Translations

5 translations compared side by side

Odia - 1840
"ଏଥି ମଧିଅରେ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଏବନ୍-ଏଜରରକ୍ସ୍ଟ ଅସ୍ଦୋଦକକ୍ସ୍ଟ ୟାଇଥିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଏବନ୍-ଏଜରରୁ ଅସ୍ଦୋଦକୁ ଯାଇଥିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କୁ କଷ୍ଟ ଦେଲା ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଏବନ୍-ଏଜରରୁ ଅ‌ସ୍‌ଦୋଦକୁ ନେଇ ଯାଇଥିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍ଦୋଦକୁ ଯାଇଥିଲେ।
Odia IRV 2017 (ଓଡିଆ ବାଇବେଲ)
ଏଥି ମଧ୍ୟରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଏବନ୍‍-ଏଜରରୁ ଅସ୍‍ଦୋଦକୁ ଯାଇଥିଲେ।