1 Samuel 5:12 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ଯେଉଁ ଲୋକମାନେ ମଲେ ନାହିଁ, ସମାନେେ ଅର୍ଶ ରୋଗ ରେ ପୀଡିତ ହେଲେ; ଆଉ ନଗରର ଆର୍ତ୍ତଦାନ ସ୍ବର୍ଗକକ୍ସ୍ଟ ଉଠିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ସ୍ୱର୍ଗକୁ ଉଠିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଯେଉଁ ଲୋକମାନେ ମଲେ ନାହିଁ, ସେମାନେ ଅର୍ଶ ରୋଗରେ ପୀଡ଼ିତ ହେଲେ; ଆଉ ନଗରର ଆର୍ତ୍ତନାଦ ଆକାଶକୁ ଉଠିଲା।