1 Samuel 5:2 — Compare Translations

5 translations compared side by side

Odia - 1840
"ତହିଁ ଉତ୍ତାରକ୍ସ୍ଟ ପଲେଷ୍ଟୀୟମାନେ ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇେ ଦାଗୋନ ମନ୍ଦିରକକ୍ସ୍ଟ ଆଣି ଦାଗୋନ ଦବେତା ନିକଟରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ଵରଙ୍କ ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇ ଦାଗୋନ୍ ମନ୍ଦିରକୁ ଆଣି ଦାଗୋନ୍ ଦେବତା ନିକଟରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ଉତ୍ତାରେ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ଉତ୍ତାରୁ ପଲେଷ୍ଟୀୟମାନେ ପରମେଶ୍ୱରଙ୍କ ସିନ୍ଦୁକ ନେଇ ଦାଗୋନ୍‍ ମନ୍ଦିରକୁ ଆଣି ଦାଗୋନ୍‍ ଦେବତା ନିକଟରେ ରଖିଲେ।