1 Samuel 5:3 — Compare Translations

5 translations compared side by side

Odia - 1840
"ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋନ୍ର ମୂର୍ତ୍ତୀ ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁମାଡି ଭୂମିରେ ପଡିଅଛି। ଦାଗୋନ୍ର ଲୋକମାନେ ପକ୍ସ୍ଟନର୍ବାର ଉଠାଇ ସ୍ଥାନ ରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁ ପରଦିନ ଅସ୍ଦୋଦର ଲୋକମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି । ତେଣୁ ସେମାନେ ଦାଗୋନ୍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁ ପରଦିନ ଅ‌ସ୍‌ଦୋଦର ଲୋକମାନେ ଶୀଘ୍ର ଉଠିଲେ ଏବଂ ଦେଖିଲେ, ଦାଗୋ‌ନ୍‌ର ମୂର୍ତ୍ତି ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁମାଡ଼ି ଭୂମିରେ ପଡ଼ିଅଛି। ଦାଗୋ‌ନ୍‌ର ଲୋକମାନେ ପୁନର୍ବାର ଉଠାଇ ସ୍ୱସ୍ଥାନରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁ ପରଦିନ ଅସ୍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁ ପରଦିନ ଅସ୍‍ଦୋଦୀୟମାନେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି। ତେଣୁ ସେମାନେ ଦାଗୋନ୍‍କୁ ପୁନର୍ବାର ଉଠାଇ ତାହା ସ୍ଥାନରେ ରଖିଲେ।