1 Samuel 5:4 — Compare Translations

5 translations compared side by side

Odia - 1840
"ତା'ପରେ ପକ୍ସ୍ଟଣି ସମାନେେ ପରଦିନ ପ୍ରଭାତ ରେ ଯେତବେେଳେ ଉଠିଲେ ଦାଗୋନ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ସମ୍ମକ୍ସ୍ଟଖ ରେ ମକ୍ସ୍ଟହଁ ମାଡି ଭୂମିରେ ପଡିଥିଲା ଏବଂ ବାହକ୍ସ୍ଟଗକ୍ସ୍ଟଡିକ ଓ ମକ୍ସ୍ଟଣ୍ତ କଟା ହାଇେଥିଲା ଏବଂ ଦ୍ବାରବନ୍ଧ ଉପରେ ପଡିଥିଲା। କିନ୍ତୁ ତାହାର ଗଣ୍ତି ଗୋଟିଏ ଖଣ୍ତ ହାଇେ ରହିଥିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି ଦାଗୋନ୍ର ମୁଣ୍ତ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ଵାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକୀ ରହିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ପରଦିନ ପ୍ରଭାତରେ ଯେତେବେଳେ ଉଠିଲେ ଦାଗୋନ୍ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଥିଲା ଏବଂ ବାହୁଗୁଡ଼ିକ ଓ ମୁଣ୍ଡ କଟା ହୋଇଥିଲା ଏବଂ ଦ୍ୱାରବନ୍ଧ ଉପରେ ପଡ଼ିଥିଲା। କିନ୍ତୁ ତାହାର ଗଣ୍ତି ଗୋଟିଏ ଖଣ୍ତ ହୋଇ ରହିଥିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତହିଁ ଆରଦିନ ପ୍ରଭାତରେ ଶୀଘ୍ର ଉଠନ୍ତେ, ଦେଖ, ଦାଗୋନ୍‍ ସଦାପ୍ରଭୁଙ୍କ ସିନ୍ଦୁକ ସମ୍ମୁଖରେ ମୁହଁ ମାଡ଼ି ଭୂମିରେ ପଡ଼ିଅଛି; ପୁଣି, ଦାଗୋନ୍‍ର ମୁଣ୍ଡ ଓ ହାତର ଦୁଇ ପାପୁଲି କଟା ହୋଇ ଦ୍ୱାରବନ୍ଧ ଉପରେ ପଡ଼ିଅଛି; କେବଳ ତାହାର ମତ୍ସ୍ୟାକାର ବାକି ରହିଅଛି।
Odia IRV 2017 (ଓଡିଆ ବାଇବେଲ)