1 Samuel 5:6 — Compare Translations
5 translations compared side by side
Odia - 1840
"ଅସ୍ଦୋଦୀଯ ଲୋକମାନଙ୍କର ଓ ସମାନଙ୍କେର ପଡ଼ୋଶୀମାନଙ୍କର ଜୀବନକକ୍ସ୍ଟ ସଦାପ୍ରଭୁ କଠିନ କରି ସମାନଙ୍କେୁ ନାନା କଷ୍ଟ ଦେଲେ। ସେ ସମାନଙ୍କେୁ ଅର୍ଶ ରୋଗ ରେ ଆଘାତ କଲେ। ସେ ମଧ୍ଯ ସମାନଙ୍କେ ପାଇଁ ମୂଷାଗକ୍ସ୍ଟଡିକ ପଠଇେଲେ, ଯାହାକି ସମାନଙ୍କେର ଜାହାଜଗକ୍ସ୍ଟଡିକରେ ଓ ଦେଶ ରେ ଭର୍ତ୍ତୀ ହାଇଗେଲେ। ଫଳ ରେ ଲୋକମାନେ ଡରିଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅସ୍ଦୋଦୀୟ ଲୋକମାନଙ୍କର ଓ ସେମାନଙ୍କର ପଡ଼ୋଶୀମାନଙ୍କର ଜୀବନକୁ ସଦାପ୍ରଭୁ କଠିନ କରି ସେମାନଙ୍କୁ ନାନା କଷ୍ଟ ଦେଲେ। ସେ ସେମାନଙ୍କୁ ଅର୍ଶରୋଗରେ ଆଘାତ କଲେ। ସେ ମଧ୍ୟ ସେମାନଙ୍କ ପାଇଁ ମୂଷାଗୁଡ଼ିକ ପଠେଇଲେ, ଯାହାକି ସେମାନଙ୍କର ଜାହାଜଗୁଡ଼ିକରେ ଓ ଦେଶରେ ଭର୍ତ୍ତି ହୋଇଗଲେ। ଫଳରେ ଲୋକମାନେ ଡରିଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।
Odia IRV 2017 (ଓଡିଆ ବାଇବେଲ)
ମାତ୍ର ଅସ୍ଦୋଦୀୟ ଲୋକମାନଙ୍କ ଉପରେ ସଦାପ୍ରଭୁଙ୍କ ହସ୍ତ ଭାରୀ ହେଲା ଓ ସେ ଅସ୍ଦୋଦକୁ ଓ ତହିଁ ସୀମାସ୍ଥିତ ଲୋକମାନଙ୍କୁ ଅର୍ଶ ରୋଗରେ ଆଘାତ କରି ସଂହାର କଲେ।