1 Samuel 5:7 — Compare Translations
5 translations compared side by side
Odia - 1840
"ଏହିପରି ଅସ୍ଦୋଦୀଯ ଲୋକମାନେ ଯାହାସବୁ ଘଟିଯାଉଥିଲା ଦେଖିଲେ ଏବଂ କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭ ଦବେତା ଦାଗୋନ୍ ଉପରେ ତାଙ୍କର ହସ୍ତ ନିଷ୍ଠକ୍ସ୍ଟର ହାଇେଅଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଅସ୍ଦୋଦୀୟ ଲୋକମାନେ ଯାହାସବୁ ଘଟିଯାଉଥିଲା ଦେଖିଲେ ଏବଂ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭ ଦେବତା ଦାଗୋନ୍ ଉପରେ ତାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ଅସ୍ଦୋଦୀୟ ଲୋକମାନେ ତାହା ଦେଖି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଆମ୍ଭମାନଙ୍କ ନିକଟରେ ରହିବ ନାହିଁ, କାରଣ ଆମ୍ଭମାନଙ୍କ ଉପରେ ଓ ଆମ୍ଭମାନଙ୍କ ଦେବତା ଦାଗୋନ୍ ଉପରେ ତାହାଙ୍କର ହସ୍ତ ନିଷ୍ଠୁର ହୋଇଅଛି।