1 Samuel 5:8 — Compare Translations

5 translations compared side by side

Odia - 1840
"ଏଣୁ ସମାନେେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କକ୍ସ୍ଟ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, ଇଶ୍ରାୟେଲର ପରମେଶ୍ବରଙ୍କ ପବିତ୍ର ସିନ୍ଦକ୍ସ୍ଟକ ବିଷଯ ରେ ଆମ୍ଭମାନେେ କ'ଣ କରିବା?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କି ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ଗାଥ୍କୁ ନିଆଯାଉ । ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ନେଇଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ରିତ କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ବିଷୟରେ ଆମ୍ଭେମାନେ କ’ଣ କରିବା?” ତହିଁରେ ସେମାନେ ଉତ୍ତର ଦେଇ କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ଗା‌ଥ୍‌କୁ ନିଆଯାଉ।” ତା’ପରେ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ପବିତ୍ର ସିନ୍ଦୁକ ନେଇଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା?” ତହିଁରେ ସେମାନେ ଉତ୍ତର କଲେ, “ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ।” ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।
Odia IRV 2017 (ଓଡିଆ ବାଇବେଲ)
ଏଣୁ ସେମାନେ ଲୋକ ପଠାଇ ପଲେଷ୍ଟୀୟମାନଙ୍କ ସମସ୍ତ ଅଧିପତିଙ୍କୁ ଆପଣାମାନଙ୍କ ନିକଟରେ ଏକତ୍ର କରି କହିଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା? ତହିଁରେ ସେମାନେ ଉତ୍ତର କଲେ, ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଗାଥ୍‍କୁ ନିଆଯାଉ। ତହୁଁ ସେମାନେ ସେଠାକୁ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ନେଇଗଲେ।