1 Samuel 5:9 — Compare Translations

5 translations compared side by side

Odia - 1840
"ପକ୍ସ୍ଟଣି ସମାନେେ ତାହା ନଇଗେଲା ପରେ ଏହା ଏପରି ହେଲା, ଯେ ସଦାପ୍ରଭୁଙ୍କ ହସ୍ତ ଗାଥ ନଗରକକ୍ସ୍ଟ ଭୟ ଓ ୟନ୍ତ୍ରଣା ରେ ଆଘାତ କଲା; ପକ୍ସ୍ଟଣି ସେ ନଗରସ୍ଥ ସାନ ଓ ବଡ ଉଭୟଙ୍କକ୍ସ୍ଟ ସେ କ୍ଲେଶ ଦେଲେ ଓ ସମାନଙ୍କେଠା ରେ ଅର୍ଶ ରୋଗ ବାହାରିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପୁଣି ସେମାନେ ତାହା ନେଇଗଲା ପରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ଗାଥ୍ ନଗରକୁ ଭୟ ଓ ଯନ୍ତ୍ରଣାରେ ଆଘାତ କଲା; ପୁଣି ସେ ନଗରସ୍ଥ ସାନ ଓ ବଡ଼ ଉଭୟଙ୍କୁ ସେ କ୍ଳେଶ ଦେଲେ ଓ ସେମାନଙ୍କଠାରେ ଅର୍ଶରୋଗ ବାହାରିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସେମାନେ ତାହା ନେଇଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସେମାନେ ତାହା ନେଇ ଗଲା ଉତ୍ତାରେ ଏପରି ହେଲା ଯେ, ସଦାପ୍ରଭୁଙ୍କ ହସ୍ତ ନଗର ବିରୁଦ୍ଧରେ ଅତି ମହା ବ୍ୟାକୁଳତାଜନକ ହେଲା; ପୁଣି, ସେ ନଗରସ୍ଥ ସାନ ବଡ଼ ଉଭୟଙ୍କୁ ଆଘାତ କଲେ ଓ ସେମାନଙ୍କଠାରେ ଅର୍ଶ ରୋଗ ବାହାରିଲା।