1 Samuel 6:1 — Compare Translations
5 translations compared side by side
Odia - 1840
"ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ପଲେଷ୍ଟୀୟମାନଙ୍କ ଦେଶ ରେ ସାତମାସ ରହିଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା ।
Odia Bible ERV 2004 (ପବିତ୍ର ବାଇବଲ)
ପରମେଶ୍ୱରଙ୍କର ପବିତ୍ର ସିନ୍ଦୁକକୁ ନିଜ ଘରକୁ ପଠାଇ ଦିଆଗଲା ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।
Odia IRV 2017 (ଓଡିଆ ବାଇବେଲ)
ସଦାପ୍ରଭୁଙ୍କ ସିନ୍ଦୁକ ପଲେଷ୍ଟୀୟମାନଙ୍କ ଦେଶରେ ସାତ ମାସ ରହିଲା।