1 Samuel 6:10 — Compare Translations
5 translations compared side by side
Odia - 1840
"ତା'ପରେ ସମାନେେ ଏହା କହିଲେ, ସମାନେେ ଯାହା ନିର୍ଦ୍ଦେଶ ଦେଲେ ଲୋକମାନେ ତାହା କଲେ, ଏବଂ ଦକ୍ସ୍ଟଇଟି ଦକ୍ସ୍ଟହାଁଳି ଗାଈକକ୍ସ୍ଟ ଶଗଡ ରେ ୟୋଚି ଦେଲେ ଓ ସମାନଙ୍କେ ବାଛକ୍ସ୍ଟରିଗକ୍ସ୍ଟଡିକ ଗକ୍ସ୍ଟହାଳ ରେ ବାନ୍ଧି ଦେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଲୋକମାନେ ସେପରି କଲେ; ପୁଣି ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକି ଘରେ ବନ୍ଦ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ଏହା କହିଲେ, ସେମାନେ ଯାହା ନିର୍ଦ୍ଦେଶ ଦେଲେ ଲୋକମାନେ ତାହା କଲେ, ଏବଂ ଦୁଇଟି ଦୁହାଁଳି ଗାଇକୁ ଶଗଡ଼ରେ ଯୋଚି ଦେଲେ ଓ ସେମାନଙ୍କ ବାଛୁରିଗୁଡ଼ିକ ଗୁହାଳରେ ବାନ୍ଧି ଦେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଲୋକମାନେ ସେପରି କଲେ; ପୁଣି, ଦୁଇ ଦୁଗ୍ଧବତୀ ଗାଭୀ ନେଇ ଶଗଡ଼ରେ ଯୋଚିଲେ ଓ ସେମାନଙ୍କ ବାଛୁରିକୁ ଘରେ ବନ୍ଦ କଲେ।