1 Samuel 6:11 — Compare Translations

5 translations compared side by side

Odia - 1840
"ଆଉ ସମାନେେ ଶଗଡ ଉପରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ଓ ସ୍ବର୍ଣ୍ଣମୂଷିକ ଓ ସମାନଙ୍କେ ଅର୍ଶ ପ୍ରତିମାର ସିନ୍ଦକ୍ସ୍ଟକ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ଵର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଓ ସ୍ୱର୍ଣ୍ଣମୂଷିକ ଓ ସେମାନଙ୍କ ଅର୍ଶ ପ୍ରତିମାର ସିନ୍ଦୁକ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।
Odia IRV 2017 (ଓଡିଆ ବାଇବେଲ)
ଆଉ ସେମାନେ ଶଗଡ଼ ଉପରେ ସଦାପ୍ରଭୁଙ୍କ ସିନ୍ଦୁକ ଓ ସ୍ୱର୍ଣ୍ଣ ମୂଷିକ ଓ ସେମାନଙ୍କ ଅର୍ଶ-ପ୍ରତିମାର ସିନ୍ଦୁକ ରଖିଲେ।