1 Samuel 6:12 — Compare Translations
5 translations compared side by side
Odia - 1840
"ସେତବେେଳେ ସହେି ଗାଭୀମାନେ ସଳଖ ପଥଧରି ବୈଥ-ଶମେଶକକ୍ସ୍ଟ ଗଲେ; ସମାନେେ ସମାନଙ୍କେର ବାମ କିମ୍ବା ଡାହାଣକକ୍ସ୍ଟ ବକ୍ସ୍ଟଲିଲେ ନାହିଁ। ସମାନେେ ରାସ୍ତାସାରା ହମ୍ବା ରବ କରୁଥିଲେ, ଆଉ ସମାନଙ୍କେ ପେଛ ପେଛ ପଲେଷ୍ଟୀୟ ଅଧିପତିମାନେ ବୈଥ୍ଶମେଶ ସୀମା ପର୍ୟ୍ଯନ୍ତ ଗଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବୈଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ଵାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବୈଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେତେବେଳେ ସେହି ଗାଭୀମାନେ ସଳଖ ପଥ ଧରି ବୈଥ୍-ଶେମଶକୁ ଗଲେ; ସେମାନେ ସେମାନଙ୍କର ବାମ କିମ୍ବା ଡାହାଣକୁ ବୁଲିଲେ ନାହିଁ। ସେମାନେ ରାସ୍ତାସାରା ହମ୍ବା ରବ କରୁଥିଲେ, ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବୈଥ୍ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେହି ଗାଭୀମାନେ ସଳଖ ପଥ ଧରି ବେଥ୍-ଶେମଶକୁ ଯିବା ବାଟରେ ଗଲେ; ସେମାନେ ଯାଉ ଯାଉ ହମ୍ବାରବ ପକାଇ ସଡ଼କରେ ଗଲେ, ଦକ୍ଷିଣକୁ କି ବାମକୁ ଫେରିଲେ ନାହିଁ; ଆଉ ସେମାନଙ୍କ ପଛେ ପଛେ ପଲେଷ୍ଟୀୟ ଅଧିପତିମାନେ ବେଥ୍-ଶେମଶ ସୀମା ପର୍ଯ୍ୟନ୍ତ ଗଲେ।