1 Samuel 6:13 — Compare Translations
5 translations compared side by side
Odia - 1840
"ସହେି ସମୟରେ ବୈଥ-ଶମେଶର ଲୋକମାନେ ତଳଭୂମିରେ ଗହମ ଅମଳ କରୁଥିଲେ, ଯେତବେେଳେ ସମାନେେ ଆଖି ଉଠାଇଲେ, ସମାନେେ ପବିତ୍ର ସିନ୍ଦକ୍ସ୍ଟକ ଦେଖିଲେ ଓ ଆନନ୍ଦିତ ହେଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେହି ସମୟରେ ବୈଥ୍-ଶେମଶର ଲୋକମାନେ ତଳଭୂମିରେ ଗହମ ଅମଳ କରୁଥିଲେ, ଯେତେବେଳେ ସେମାନେ ଆଖି ଉଠାଇଲେ, ସେମାନେ ପବିତ୍ର ସିନ୍ଦୁକ ଦେଖିଲେ ଓ ଆନନ୍ଦିତ ହେଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ସେହି ସମୟରେ ବେଥ୍-ଶେମଶର ଲୋକମାନେ ତଳଭୂମିରେ ଆପଣାମାନଙ୍କ ଗହମ କାଟୁଥିଲେ; ପୁଣି, ସେମାନେ ଅନାଇ ସିନ୍ଦୁକ ଦେଖିଲେ ଓ ତାହା ଦେଖି ଆନନ୍ଦିତ ହେଲେ।