1 Samuel 6:14 — Compare Translations

5 translations compared side by side

Odia - 1840
"ଏବଂ ବୈଥ୍-ଶମେଶ ରେ ୟିହୋଶୂଯ ନାମକ ଜଣେ ଲୋକର କ୍ଷେତ୍ର ରେ ଶଗଡଟି ପହଞ୍ଚିଲାପରେ, ଏହା ଏକ ବିରାଟ ପଥର ନିକଟରେ ଅଟକି ଗଲା।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଉତ୍ତାରେ ସେହି ଶଗଡ଼ ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ବୈଥ୍-ଶେମଶରେ ଯିହୋଶୂୟ ନାମକ ଜଣେ ଲୋକର କ୍ଷେତ୍ରରେ ଶଗଡ଼ଟି ପହଞ୍ଚିଲାପରେ, ଏହା ଏକ ବିରାଟ ପଥର ନିକଟରେ ଅଟକି ଗଲା। ଲେବୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଓ ଥଳି ଭିତରେ ଥିବା ସୁବର୍ଣ୍ଣର ନ‌କ୍‌ସାକୁ ବିରାଟ ପଥର ଉପରେ ରଖିଲେ। ତା’ପରେ ବୈଥ୍-ଶେମଶୀର ଲୋକମାନେ ଶଗଡ଼ଟିକୁ କାଟିଲେ ଏବଂ ଗାଈ ଦୁଇଟିକୁ ହତ୍ୟା କଲେ। ସେମାନେ ସେଗୁଡ଼ିକୁ ସଦାପ୍ରଭୁଙ୍କ ନିକଟରେ ବଳି ଦେଲେ। ସେହି ଦିନ ସେମାନେ ସଦାପ୍ରଭୁଙ୍କ ନିକଟରେ ହୋମବଳି ଉତ୍ସର୍ଗ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ଏଉତ୍ତାରେ ସେହି ଶଗଡ଼ ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରକୁ ଆସି ଏକ ବଡ଼ ପଥର ଥିବା ସ୍ଥାନରେ ଛିଡ଼ା ହୋଇ ରହିଲା; ତହିଁରେ ସେମାନେ ସେ ଶଗଡ଼ର କାଠ ଚିରି ସେହି ଗାଭୀମାନଙ୍କୁ ହୋମବଳି ରୂପେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଉତ୍ସର୍ଗ କଲେ।