1 Samuel 6:15 — Compare Translations

4 translations compared side by side

Odia - 1840
"ଲବେୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଓ ଥଳି ଭିତ ରେ ଥିବା ସକ୍ସ୍ଟବର୍ଣ୍ଣର ନକ୍ସାକକ୍ସ୍ଟ ବିରାଟ ପଥର ଉପରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ଵର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବୈଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହି ଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଲେବୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଓ ତହିଁ ସହିତ ଥିବା ସ୍ୱର୍ଣ୍ଣ ପଦାର୍ଥର ସିନ୍ଦୁକ ଓହ୍ଲାଇ ସେହି ବଡ଼ ପଥର ଉପରେ ଥୋଇଲେ; ଆଉ ବେଥ୍-ଶେମଶର ଲୋକମାନେ ସେହିଦିନ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ହୋମାର୍ଥକ ଉପହାର ଦେଲେ ଓ ବଳି ଉତ୍ସର୍ଗ କଲେ।