1 Samuel 6:16 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ପଲେଷ୍ଟୀୟମାନଙ୍କର ପାଞ୍ଚ ଅଧିପତି ତାହା ଦେଖି ସହେିଦିନ ଇକ୍ରୋଣକକ୍ସ୍ଟ ଫରେି ଆସିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ପଲେଷ୍ଟୀୟମାନଙ୍କର ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ପଲେଷ୍ଟୀୟମାନଙ୍କ ପାଞ୍ଚ ଅଧିପତି ତାହା ଦେଖି ସେହି ଦିନ ଇକ୍ରୋଣକୁ ଫେରି ଆସିଲେ।