1 Samuel 6:17 — Compare Translations

5 translations compared side by side

Odia - 1840
"ଏହିପରି ଭାବରେ ପଲେଷ୍ଟୀୟମାନେ ସମାନଙ୍କେର ପାପ ପାଇଁ ପରମେଶ୍ବରଙ୍କଠା ରେ ସକ୍ସ୍ଟବର୍ଣ୍ଣର ଅବର୍କ୍ସ୍ଟଦ ଉତ୍ସର୍ଗ କଲେ: ଅସଦୋଦ୍ ପାଇଁ ଗୋଟିଏ, ଘସା ପାଇଁ ଗୋଟିଏ, ଅସ୍କିଲୋନ ପାଇଁ ଗୋଟିଏ, ଗାଥ୍ ପାଇଁ ଗୋଟିଏ ଏବଂ ଇକୋର୍ଣ ପାଇଁ ଗୋଟିଏ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ଵର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ୍ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;
Odia Bible ERV 2004 (ପବିତ୍ର ବାଇବଲ)
ଏହିପରି ଭାବରେ ପଲେଷ୍ଟୀୟମାନେ ସେମାନଙ୍କର ପାପ ପାଇଁ ପରମେଶ୍ୱରଙ୍କଠାରେ ସୁବର୍ଣ୍ଣର ଅର୍ବୁଦ ଉତ୍ସର୍ଗ କଲେ: ଅସଦୋଦ୍ ପାଇଁ ଗୋଟିଏ, ଘସା ପାଇଁ ଗୋଟିଏ, ଅସ୍କିଲୋନ ପାଇଁ ଗୋଟିଏ, ଗାଥ୍ ପାଇଁ ଗୋଟିଏ ଏବଂ ଇକ୍ରୋଣ ପାଇଁ ଗୋଟିଏ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;
Odia IRV 2017 (ଓଡିଆ ବାଇବେଲ)
ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ଉଦ୍ଦେଶ୍ୟରେ ଦୋଷାର୍ଥକ ଉପହାର ରୂପେ ଏହିସବୁ ସ୍ୱର୍ଣ୍ଣମୟ ଅର୍ଶ ପଠାଇଥିଲେ; ଯଥା, ଅସ୍‍ଦୋଦ ପାଇଁ ଏକ, ଘସା ପାଇଁ ଏକ, ଅସ୍କିଲୋନ ପାଇଁ ଏକ, ଗାଥ୍‍ ପାଇଁ ଏକ, ଇକ୍ରୋଣ ପାଇଁ ଏକ;