1 Samuel 6:18 — Compare Translations

5 translations compared side by side

Odia - 1840
"ସମାନେେ ମଧ୍ଯ ସକ୍ସ୍ଟବର୍ଣର ମୂଷିକମାନଙ୍କର ନକ୍ସା ପଠାଇଲେ। ଏହି ସକ୍ସ୍ଟବର୍ଣ ମୂଷିକମାନଙ୍କର ସଂଖ୍ଯା, ପାଞ୍ଚଜଣ ପଲେଷ୍ଟୀୟ ଶାସକମାନଙ୍କର ନଗରର ସଂଖ୍ଯା ସହିତ ସମାନ। ଏହି ନଗରର ଗ୍ଭରିପଟେ ପ୍ରାଚୀର ବେଷ୍ଟିତ ଓ ଗ୍ରାମ ବେଷ୍ଟିତ ଥିଲା। ବୈଥ୍-ଶମେଶର ଲୋକମାନେ ସଦାପ୍ରଭୁଙ୍କର ନିଯମ-ସିନ୍ଦକ୍ସ୍ଟକ ପଥର ଉପରେ ରଖିଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବୈଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗର-ସକଳର ସଂଖ୍ୟାନୁସାରେ ସ୍ଵର୍ଣ୍ଣମୟ ମୂଷିକ ପଠାଇଲେ ।
Odia Bible ERV 2004 (ପବିତ୍ର ବାଇବଲ)
ସେମାନେ ମଧ୍ୟ ସୁବର୍ଣ୍ଣର ମୂଷିକମାନଙ୍କର ନ‌କ୍‌ସା ପଠାଇଲେ। ଏହି ସୁବର୍ଣ୍ଣ ମୂଷିକମାନଙ୍କର ସଂଖ୍ୟା, ପାଞ୍ଚ ଜଣ ପଲେଷ୍ଟୀୟ ଶାସକମାନଙ୍କର ନଗରର ସଂଖ୍ୟା ସହିତ ସମାନ। ଏହି ନଗରର ଗ୍ଭରିପଟେ ପ୍ରାଚୀର ବେଷ୍ଟିତ ଓ ଗ୍ରାମ ବେଷ୍ଟିତ ଥିଲା। ବୈଥ୍-ଶେମଶର ଲୋକମାନେ ସଦାପ୍ରଭୁଙ୍କର ନିୟମ-ସିନ୍ଦୁକ ପଥର ଉପରେ ରଖିଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀର-ବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବେଥ୍-ଶେମଶୀୟ ଯିହୋଶୂୟର କ୍ଷେତ୍ରସ୍ଥିତ ଯେଉଁ ବଡ଼ ପଥର ଆଜି ପର୍ଯ୍ୟନ୍ତ ଅଛି, ଯହିଁ ଉପରେ ସେମାନେ ସଦାପ୍ରଭୁଙ୍କ ସିନ୍ଦୁକ ରଖିଥିଲେ, ସେପର୍ଯ୍ୟନ୍ତ ପାଞ୍ଚ ଅଧିପତିଙ୍କ ଅଧୀନସ୍ଥ ପ୍ରାଚୀରବେଷ୍ଟିତ ନଗର ହେଉ କି ଦେଶୀୟ ଗ୍ରାମମାନ ହେଉ, ପଲେଷ୍ଟୀୟମାନଙ୍କ ନଗରସକଳର ସଂଖ୍ୟାନୁସାରେ ସ୍ୱର୍ଣ୍ଣମୟ ମୂଷିକ ପଠାଇଲେ।