1 Samuel 6:19 — Compare Translations

5 translations compared side by side

Odia - 1840
"ବୈଥ-ଶମେଶୀଯ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକକକ୍ସ୍ଟ ଅନାଇବାରକ୍ସ୍ଟ ସେ ସମାନଙ୍କେୁ ହତ୍ଯା କଲେ, ବୈଥ୍-ଶମେଶର ଲୋକମାନଙ୍କ ମଧ୍ଯରକ୍ସ୍ଟ ସତକ୍ସ୍ଟରି ଜଣ ହତ୍ଯା ହେଲେ। ପକ୍ସ୍ଟଣି ପରମେଶ୍ବର ସମାନଙ୍କେୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ବୈଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ବଧ କଲେ । ଲୋକମାନଙ୍କ ମଧ୍ୟରୁ ସତୁରି ଜଣ, ଅର୍ଥାତ୍, ହଜାରକେ ପଚାଶ ଜଣ ବଧ କଲେ; ପୁଣି ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ବୈ‌ଥ୍‌-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକକୁ ଅନାଇବାରୁ ସେ ସେମାନଙ୍କୁ ହତ୍ୟା କଲେ, ବୈଥ୍-ଶେମଶର ଲୋକମାନଙ୍କ ମଧ୍ୟରୁ ସତୁରି ଜଣ ହତ୍ୟା ହେଲେ। ପୁଣି ପରମେଶ୍ୱର ସେମାନଙ୍କୁ ଭୟଙ୍କର ଭାବରେ ଦଣ୍ତିତ କରିଥିବାର ଲୋକମାନେ ବିଳାପ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ବେଥ୍-ଶେମଶୀୟ ଲୋକମାନେ ସଦାପ୍ରଭୁଙ୍କ ସିନ୍ଦୁକକୁ ଅନାଇବାରୁ ସେ ଲୋକମାନଙ୍କ ମଧ୍ୟରୁ ସତୁରି ଜଣଙ୍କୁ ବଧ କଲେ; ପୁଣି, ସଦାପ୍ରଭୁ ମହାସଂହାରରେ ଲୋକମାନଙ୍କର ସଂହାର କରିବାରୁ ସେମାନେ ବିଳାପ କଲେ।