1 Samuel 6:2 — Compare Translations
5 translations compared side by side
Odia - 1840
"ତା'ପରେ ସମାନେେ ସମାନଙ୍କେର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ପରମେଶ୍ବରଙ୍କ ସିନ୍ଦକ୍ସ୍ଟକ ସହ ଆମ୍ଭେ କ'ଣ କରିବାକୁ ହବେ? ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକକ୍ସ୍ଟ ଫରୋଇବାକକ୍ସ୍ଟ ହବେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞ-ମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ଵସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତା’ପରେ ସେମାନେ ସେମାନଙ୍କର ଯାଜକମାନଙ୍କୁ, ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ପରମେଶ୍ୱରଙ୍କ ସିନ୍ଦୁକ ସହ ଆମ୍ଭେ କ’ଣ କରିବାକୁ ହେବ?” ଦୟାକରି ଆମ୍ଭମାନଙ୍କୁ ଜଣାଅ, କିପରି ଭାବରେ ଏହାକୁ ଫେରାଇବାକୁ ହେବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, “ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱ ସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।”
Odia IRV 2017 (ଓଡିଆ ବାଇବେଲ)
ଏଥିରେ ପଲେଷ୍ଟୀୟମାନେ ଯାଜକମାନଙ୍କୁ ଓ ମନ୍ତ୍ରଜ୍ଞମାନଙ୍କୁ ଡକାଇ କହିଲେ, ସଦାପ୍ରଭୁଙ୍କ ସିନ୍ଦୁକ ବିଷୟରେ ଆମ୍ଭେମାନେ କଅଣ କରିବା, କି ଦେଇ ଆମ୍ଭେମାନେ ତାହା ସ୍ୱସ୍ଥାନକୁ ପଠାଇବା? ଏହା ଆମ୍ଭମାନଙ୍କୁ ଜଣାଅ।