1 Samuel 6:20 — Compare Translations

5 translations compared side by side

Odia - 1840
"ଏବଂ ବୈଥ-ଶମେଶର ଲୋକମାନେ କହିଲେ, ସଦାପ୍ରଭୁ ପବିତ୍ର ପରମେଶ୍ବରଙ୍କ ଉପସ୍ଥିତି ରେ କିଏ ଛିଡା ହାଇପୋ ରେ? ଏଠାରକ୍ସ୍ଟ କେଉଁଠାକକ୍ସ୍ଟ ଏହି ସିନ୍ଦକ୍ସ୍ଟକକକ୍ସ୍ଟ ନିଆୟିବ?"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆହୁରି ବୈଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ଵର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?
Odia Bible ERV 2004 (ପବିତ୍ର ବାଇବଲ)
ଏବଂ ବୈ‌ଥ୍‌-ଶେମଶର ଲୋକମାନେ କହିଲେ, “ସଦାପ୍ରଭୁ ପବିତ୍ର ପରମେଶ୍ୱରଙ୍କ ଉପସ୍ଥିତିରେ କିଏ ଛିଡ଼ା ହୋଇପାରେ? ଏଠାରୁ କେଉଁଠାକୁ ଏହି ସିନ୍ଦୁକକୁ ନିଆଯିବ?”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, “ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?”
Odia IRV 2017 (ଓଡିଆ ବାଇବେଲ)
ଆହୁରି ବେଥ୍-ଶେମଶୀୟ ଲୋକମାନେ କହିଲେ, ଏହି ପବିତ୍ର ପରମେଶ୍ୱର ସଦାପ୍ରଭୁଙ୍କ ସମ୍ମୁଖରେ କିଏ ଛିଡ଼ା ହୋଇପାରେ? ଏବେ ଆମ୍ଭମାନଙ୍କଠାରୁ ସେ କାହା ନିକଟକୁ ଯିବେ?