1 Samuel 6:21 — Compare Translations
5 translations compared side by side
Odia - 1840
"ତହକ୍ସ୍ଟଁ ସମାନେେ କିରିଯଥ୍-ୟିଯାରୀମୀଯ ନିକଟକକ୍ସ୍ଟ ଦୂତଗଣଙ୍କକ୍ସ୍ଟ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ଫରୋଇ ଦଇେଛନ୍ତି। ତୁମ୍ଭମାନେେ ଆସ ଓ ତୁମ୍ଭମାନଙ୍କ ସହିତ ଏହାକକ୍ସ୍ଟ ତୁମ୍ଭମାନଙ୍କର ନଗରକକ୍ସ୍ଟ ନଇୟୋଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକ-ମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ ।
Odia Bible ERV 2004 (ପବିତ୍ର ବାଇବଲ)
ତହୁଁ ସେମାନେ କିରିୟଥ୍-ଯିୟାରୀମୀୟ ନିକଟକୁ ଦୂତଗଣଙ୍କୁ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ଫେରାଇ ଦେଇଛନ୍ତି। ତୁମ୍ଭେମାନେ ଆସ ଓ ତୁମ୍ଭମାନଙ୍କ ସହିତ ଏହାକୁ ତୁମ୍ଭମାନଙ୍କର ନଗରକୁ ନେଇ ଯାଅ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, “ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।”
Odia IRV 2017 (ଓଡିଆ ବାଇବେଲ)
ତହୁଁ ସେମାନେ କିରୀୟଥ୍-ଯିୟାରୀମୀୟ ଲୋକମାନଙ୍କ ନିକଟକୁ ଦୂତ ପଠାଇ କହିଲେ, ପଲେଷ୍ଟୀୟମାନେ ସଦାପ୍ରଭୁଙ୍କ ସିନ୍ଦୁକ ଫେରାଇ ଆଣିଅଛନ୍ତି; ତୁମ୍ଭେମାନେ ଆସି ଆପଣାମାନଙ୍କ ନିକଟକୁ ତାହା ନେଇଯାଅ।