1 Samuel 6:3 — Compare Translations

5 translations compared side by side

Odia - 1840
"ତହିଁରେ ସମାନେେ କହିଲେ, ଯଦି ତୁମ୍ଭମାନେେ ଇଶ୍ରାୟେଲର ପରମେଶ୍ବରଙ୍କ ସିନ୍ଦକ୍ସ୍ଟକ ଫରୋଇ ଦବେ, ତବେେ ତାହା ଖାଲି ପଠାଅ ନାହିଁ। କିନ୍ତୁ ତୁମ୍ଭର ପାପରକ୍ସ୍ଟ ଦୂ ରଇେ ୟିବା ପାଇଁ ଏହା ସହିତ ଉପହାର ଓ ନବୈେଦ୍ଯ ପଠାଅ। ତବେେ ତୁମ୍ଭମାନେେ ସକ୍ସ୍ଟସ୍ଥ ହବେ ଓ ପବିତ୍ର ହବେ, ଏବଂ ତୁମ୍ଭମାନେେ କଳ୍ପନା କରିବ, କାହିଁକି ପରମେଶ୍ବର ତୁମ୍ଭମାନଙ୍କୁ ଦଣ୍ତ ଦବୋ ବନ୍ଦ କଲେ ନାହିଁ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ଵରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ ।
Odia Bible ERV 2004 (ପବିତ୍ର ବାଇବଲ)
ତହିଁରେ ସେମାନେ କହିଲେ, “ଯଦି ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ଫେରାଇ ଦେବ, ତେବେ ତାହା ଖାଲି ପଠାଅ ନାହିଁ। କିନ୍ତୁ ତୁମ୍ଭର ପାପରୁ ଦୂରେଇ ଯିବା ପାଇଁ ଏହା ସହିତ ଉପହାର ଓ ନୈବେଦ୍ୟ ପଠାଅ। ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ପବିତ୍ର ହେବ, ଏବଂ ତୁମ୍ଭେମାନେ କଳ୍ପନା କରିବ, କାହିଁକି ପରମେଶ୍ୱର ତୁମ୍ଭମାନଙ୍କୁ ଦଣ୍ତ ଦେବା ବନ୍ଦ କଲେ ନାହିଁ।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ସେମାନେ କହିଲେ, “ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ସେମାନେ କହିଲେ, ଯେବେ ତୁମ୍ଭେମାନେ ଇସ୍ରାଏଲର ପରମେଶ୍ୱରଙ୍କ ସିନ୍ଦୁକ ପଠାଇ ଦେବ, ତେବେ ତାହା ରିକ୍ତ ପଠାଅ ନାହିଁ; ମାତ୍ର କୌଣସିମତେ ହେଲେ ଗୋଟିଏ ଦୋଷାର୍ଥକ ଉପହାର ତାହାଙ୍କ ନିକଟକୁ ଫେରି ପଠାଅ; ତେବେ ତୁମ୍ଭେମାନେ ସୁସ୍ଥ ହେବ ଓ ତୁମ୍ଭମାନଙ୍କଠାରୁ ତାହାଙ୍କ ହସ୍ତ କାହିଁକି ଘୁଞ୍ଚା ଯାଉ ନାହିଁ, ଏହା ତୁମ୍ଭମାନଙ୍କୁ ଜଣାଯିବ।