1 Samuel 6:5 — Compare Translations
5 translations compared side by side
Odia - 1840
"ତୁମ୍ଭମାନେେ ଆପଣାମାନଙ୍କ ଅର୍ଶ ପ୍ରତିମା ଓ ଦେଶନାଶକାରୀ ମୂଷିକ ପ୍ରତିମା ନିର୍ମାଣ କର। ଯେଉଁଗକ୍ସ୍ଟଡିକ ତୁମ୍ଭର ଭୂମିକକ୍ସ୍ଟ ଆକ୍ରମଣ କରନ୍ତି ଓ ଧ୍ବଂସ କରନ୍ତି ଓ ଇଶ୍ରାୟେଲର ପରମେଶଓରଙ୍କୁ ସମ୍ମାନ ଦିଅ। ତା ହେଲେ ସେ ହକ୍ସ୍ଟଏତ ତୁମ୍ଭମାନଙ୍କୁ, ତୁମ୍ଭର ଦବେତାଗଣଙ୍କକ୍ସ୍ଟ ଓ ତୁମ୍ଭର ଦେଶକକ୍ସ୍ଟ ଦଣ୍ତିତ କରିବା ବନ୍ଦ କରିବ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ଵରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ ।
Odia Bible ERV 2004 (ପବିତ୍ର ବାଇବଲ)
ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ ପ୍ରତିମା ଓ ଦେଶନାଶକାରୀ ମୂଷିକ ପ୍ରତିମା ନିର୍ମାଣ କର। ଯେଉଁଗୁଡ଼ିକ ତୁମ୍ଭର ଭୂମିକୁ ଆକ୍ରମଣ କରନ୍ତି ଓ ଧ୍ୱଂସ କରନ୍ତି ଓ ଇସ୍ରାଏଲର ପରମେଶ୍ୱରଙ୍କୁ ସମ୍ମାନ ଦିଅ। ତାହାହେଲେ ସେ ହୁଏତ ତୁମ୍ଭମାନଙ୍କୁ, ତୁମ୍ଭର ଦେବତାଗଣଙ୍କୁ ଓ ତୁମ୍ଭର ଦେଶକୁ ଦଣ୍ତିତ କରିବା ବନ୍ଦ କରିବ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏନିମନ୍ତେ ତୁମ୍ଭେମାନେ ଆପଣାମାନଙ୍କ ଅର୍ଶ-ପ୍ରତିମା ଓ ତୁମ୍ଭମାନଙ୍କ ଦେଶନାଶକାରୀ ମୂଷିକ-ପ୍ରତିମା ନିର୍ମାଣ କର ଓ ଇସ୍ରାଏଲର ପରମେଶ୍ୱରଙ୍କୁ ଗୌରବ ଦିଅ, ହୋଇପାରେ ସେ ତୁମ୍ଭମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେବତାମାନଙ୍କ ଉପରୁ ଓ ତୁମ୍ଭମାନଙ୍କ ଦେଶ ଉପରୁ ଆପଣା ହସ୍ତ ହାଲୁକା କରିବେ।
Odia IRV 2017 (ଓଡିଆ ବାଇବେଲ)