1 Samuel 6:7 — Compare Translations
5 translations compared side by side
Odia - 1840
" ସେଥିପାଇଁ ଗୋଟିଏ ନୂଆ ଶଗଡ ପ୍ରସ୍ତକ୍ସ୍ଟତ କର, ଦକ୍ସ୍ଟଇଟି ୟକ୍ସ୍ଟଆଳି ୟୋଚ ହାଇେ ନଥିବା ଦକ୍ସ୍ଟହାଳି ଗାଈ ଆଣ। ଏହିପରି ଦକ୍ସ୍ଟଇଗାଭୀ ଶଗଡ ରେ ୟୋଚ ଓ ସମାନଙ୍କେଠାରକ୍ସ୍ଟ ସମାନଙ୍କେ ବାଛକ୍ସ୍ଟରିକି ଗକ୍ସ୍ଟହାଳ ରେ ଭର୍ତ୍ତୀ କର।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କ-ଠାରୁ ସେମାନଙ୍କ ବାଛୁରିକି ଘରକୁ ଆଣ;
Odia Bible ERV 2004 (ପବିତ୍ର ବାଇବଲ)
“ସେଥିପାଇଁ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର, ଦୁଇଟି ଯୁଆଳି ଯୋଗ୍ଭ ହୋଇ ନ ଥିବା ଦୁହାଳି ଗାଈ ଆଣ। ଏହିପରି ଦୁଇଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକି ଗୁହାଳରେ ଭର୍ତ୍ତି କର।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;
Odia IRV 2017 (ଓଡିଆ ବାଇବେଲ)
ଏହେତୁ ଏବେ ଗୋଟିଏ ନୂଆ ଶଗଡ଼ ପ୍ରସ୍ତୁତ କର ଓ ଯେଉଁ ଦୁଗ୍ଧବତୀ ଗାଭୀମାନଙ୍କ ଉପରେ ଯୁଆଳି ଲାଗି ନାହିଁ, ଏପରି ଦୁଇ ଗାଭୀ ଶଗଡ଼ରେ ଯୋଚ ଓ ସେମାନଙ୍କଠାରୁ ସେମାନଙ୍କ ବାଛୁରିକୁ ଘରକୁ ଆଣ;