1 Samuel 6:8 — Compare Translations

5 translations compared side by side

Odia - 1840
"ସଦାପ୍ରଭୁଙ୍କ ସକ୍ସ୍ଟନ୍ଦକ୍ସ୍ଟକକକ୍ସ୍ଟ ସହେି ଶଗଡ ଉପରେ ରଖ ଓ ସକ୍ସ୍ଟବର୍ଣ୍ଣର ନକ୍ସାକକ୍ସ୍ଟ ଥଳି ଭିତ ରେ ସିନ୍ଦକ୍ସ୍ଟକ ପାଶର୍‌ବ ରେ ରଖ। ଏହିସବୁ ନକ୍ସାଗକ୍ସ୍ଟଡିକ ତୁମ୍ଭକୁ କ୍ଷମା କରିବା ପାଇଁ ପରମେଶଓରଙ୍କୁ ଉପହାର। ତା'ପରେ ଶଗଡକକ୍ସ୍ଟ ତା'ର ରାସ୍ତା ରେ ପଠାଇ ଦିଅ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ଵର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ଵରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ ।
Odia Bible ERV 2004 (ପବିତ୍ର ବାଇବଲ)
ସଦାପ୍ରଭୁଙ୍କ ସିନ୍ଦୁକକୁ ସେହି ଶଗଡ଼ ଉପରେ ରଖ ଓ ସୁବର୍ଣ୍ଣର ନ‌କ୍‌ସାକୁ ଥଳି ଭିତରେ ସିନ୍ଦୁକ ପାର୍ଶ୍ୱରେ ରଖ। ଏହିସବୁ ନ‌କ୍‌ସାଗୁଡ଼ିକ ତୁମ୍ଭକୁ କ୍ଷମା କରିବା ପାଇଁ ପରମେଶ୍ୱରଙ୍କୁ ଉପହାର। ତା’ପରେ ଶଗଡ଼କୁ ତା’ର ରାସ୍ତାରେ ପଠାଇ ଦିଅ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇଦିଅ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ସଦାପ୍ରଭୁଙ୍କ ସିନ୍ଦୁକ ନେଇ ସେହି ଶଗଡ଼ ଉପରେ ରଖ ଓ ଯେଉଁ ସ୍ୱର୍ଣ୍ଣମୟ ପଦାର୍ଥ ଦୋଷାର୍ଥକ ଉପହାର ରୂପେ ତାହାଙ୍କ ନିକଟକୁ ଫେରି ପଠାଇବ, ତାହା ତହିଁ ପାର୍ଶ୍ୱରେ ଏକ ସିନ୍ଦୁକରେ ରଖ; ତହୁଁ ଯିବା ପାଇଁ ତାହା ପଠାଇ ଦିଅ।