1 Samuel 6:9 — Compare Translations
5 translations compared side by side
Odia - 1840
"ଏହାକକ୍ସ୍ଟ ଲକ୍ଷ୍ଯ ରଖ। ଯଦି ଏହା ଆମ୍ଭର ସୀମା ଦଇେ ବୈଥ୍ଶମେଶକକ୍ସ୍ଟ ୟାଏ, ଆମ୍ଭମାନେେ ହୃଦ୍ ବୋଧ କରିବକ୍ସ୍ଟ ଯେ, ପରମେଶ୍ବର ଆମ୍ଭମାନଙ୍କ ଉପରକକ୍ସ୍ଟ ଏହି ବିପତ୍ତି ଆଣିଛନ୍ତି। ଯଦି ଏହା ସିଧା ବୈଥ୍ଶମେଶକକ୍ସ୍ଟ ୟାଏ, ଆମ୍ଭମାନେେ ଜାଣିବକ୍ସ୍ଟ ଯେ, ଇଶ୍ରାୟେଲର ପରମେଶ୍ବରଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରିନାହିଁ। ଏହା ଦବୈାତ୍ ଘଟିୟାଇଛି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବୈଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟନାକ୍ରମେ ଆମ୍ଭମାନଙ୍କୁ ଘଟିଅଛି ।
Odia Bible ERV 2004 (ପବିତ୍ର ବାଇବଲ)
ଏହାକୁ ଲକ୍ଷ୍ୟ ରଖ। ଯଦି ଏହା ଆମ୍ଭର ସୀମା ଦେଇ ବୈଥ୍ଶେମଶକୁ ଯାଏ, ଆମ୍ଭେମାନେ ହୃଦ୍ବୋଧ କରିବୁ ଯେ, ପରମେଶ୍ୱର ଆମ୍ଭମାନଙ୍କ ଉପରକୁ ଏହି ବିପତ୍ତି ଆଣିଛନ୍ତି। ଯଦି ଏହା ସିଧା ବୈଥ୍ଶେମଶକୁ ଯାଏ, ଆମ୍ଭେମାନେ ଜାଣିବୁ ଯେ, ଇସ୍ରାଏଲର ପରମେଶ୍ୱରଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ। ଏହା ଦୈବାତ୍ ଘଟିଯାଇଛି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।”
Odia IRV 2017 (ଓଡିଆ ବାଇବେଲ)
ଆଉ ଦେଖ, ଯେବେ ତାହା ଆପଣା ସୀମାସ୍ଥ ପଥ ଦେଇ ବେଥ୍-ଶେମଶକୁ ଯାଏ, ତେବେ ସେ ଆମ୍ଭମାନଙ୍କ ପ୍ରତି ଏହି ମହା ଅମଙ୍ଗଳ ଘଟାଇଅଛନ୍ତି, ମାତ୍ର ଯେବେ ନ ଯାଏ, ତେବେ ଆମ୍ଭେମାନେ ଜାଣିବୁ ଯେ, ତାହାଙ୍କ ହସ୍ତ ଆମ୍ଭମାନଙ୍କୁ ଆଘାତ କରି ନାହିଁ; ତାହା ଘଟଣାକ୍ରମେ ଆମ୍ଭମାନଙ୍କୁ ଘଟିଅଛି।