1 Samuel 7:1 — Compare Translations
5 translations compared side by side
Odia - 1840
"ଅନନ୍ତର କିରିଯଥ-ୟିଯାରୀମୀଯ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦକ୍ସ୍ଟକ ନଇଗେଲେ। ସମାନେେ ପର୍ବତସ୍ଥିତ ଅବୀନାଦବର ଗୃହକକ୍ସ୍ଟ ତାହା ଆଗିଲେ। ସଦାପ୍ରଭୁଙ୍କ ସିନ୍ଦକ୍ସ୍ଟକ ଜଗିବାକକ୍ସ୍ଟ ତା'ର ପକ୍ସ୍ଟତ୍ର ଇଲିଯାସରକକ୍ସ୍ଟ ବିଶଷେ ଉତ୍ସବ ମାଧ୍ଯମ ରେ ପବିତ୍ର କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ଅନନ୍ତର କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି ସଦାପ୍ରଭୁଙ୍କ ସିନ୍ଦୁକ-ରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଅନନ୍ତର କିରିୟଥ-ଯିୟାରୀମୀୟ ଲୋକମାନେ ଆସିଲେ ଏବଂ ସଦାପ୍ରଭୁଙ୍କ ପବିତ୍ର ସିନ୍ଦୁକ ନେଇଗଲେ। ସେମାନେ ପର୍ବତସ୍ଥିତ ଅବୀନାଦବର ଗୃହକୁ ତାହା ଆଣିଲେ। ସଦାପ୍ରଭୁଙ୍କ ସିନ୍ଦୁକ ଜଗିବାକୁ ତା’ର ପୁତ୍ର ଇଲିୟାସରକୁ ବିଶେଷ ଉତ୍ସବ ମାଧ୍ୟମରେ ପବିତ୍ର କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।
Odia IRV 2017 (ଓଡିଆ ବାଇବେଲ)
ଏଥିଉତ୍ତାରେ କିରୀୟଥ୍-ଯିୟାରୀମୀୟ ଲୋକମାନେ ଆସି ସଦାପ୍ରଭୁଙ୍କ ସିନ୍ଦୁକ ନେଇଯାଇ ପର୍ବତସ୍ଥିତ ଅବୀନାଦବର ଗୃହରେ ରଖିଲେ; ପୁଣି, ସଦାପ୍ରଭୁଙ୍କ ସିନ୍ଦୁକରକ୍ଷାର୍ଥେ ତାହାର ପୁତ୍ର ଇଲୀୟାସରକୁ ପବିତ୍ର କଲେ।