1 Samuel 7:10 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ନବୈେଦ୍ଯକକ୍ସ୍ଟ ଦଗ୍ଧ କରିବା ସମୟରେ ପଲେଷ୍ଟୀୟମାନେ ୟକ୍ସ୍ଟଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗ ରେ ଖକ୍ସ୍ଟବ୍ ଜାରେ ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ବନ୍ଦ ରେ ପଡିଗଲେ, ସେଥିପାଇଁ ଇଶ୍ରାୟେଲୀୟମାନେ ସମାନଙ୍କେୁ ପରାସ୍ତ କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ପୁଣି ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଶାମୁୟେଲ ନୈବେଦ୍ୟ ଦଗ୍ଧ କରିବା ସମୟରେ ପଲେଷ୍ଟୀୟମାନେ ଯୁଦ୍ଧ କରିବା ପାଇଁ ଆସିଲେ କିନ୍ତୁ ସଦାପ୍ରଭୁ ପଲେଷ୍ଟୀୟମାନଙ୍କ ଆଗରେ ଖୁବ୍ ଜୋର୍ରେ କୋଳାହଳ କଲେ ଏବଂ ପଲେଷ୍ଟୀୟମାନେ ଡରିଗଲେ ଓ ଦ୍ୱନ୍ଦରେ ପଡ଼ିଗଲେ, ସେଥିପାଇଁ ଇସ୍ରାଏଲୀୟମାନେ ସେମାନଙ୍କୁ ପରାସ୍ତ କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘ ଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।
Odia IRV 2017 (ଓଡିଆ ବାଇବେଲ)
ପୁଣି, ଶାମୁୟେଲ ହୋମବଳି ଉତ୍ସର୍ଗ କରୁଥିବା ସମୟରେ ପଲେଷ୍ଟୀୟମାନେ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧ କରିବାକୁ ନିକଟବର୍ତ୍ତୀ ହେଲେ; ମାତ୍ର ସଦାପ୍ରଭୁ ସେଦିନ ପଲେଷ୍ଟୀୟମାନଙ୍କ ଉପରେ ମହାରବରେ ମେଘଗର୍ଜ୍ଜନ କରି ସେମାନଙ୍କୁ ବ୍ୟାକୁଳ କଲେ; ତହିଁରେ ସେମାନେ ଇସ୍ରାଏଲ ସମ୍ମୁଖରେ ପରାଜିତ ହେଲେ।