1 Samuel 7:11 — Compare Translations
5 translations compared side by side
Odia - 1840
"ଇଶ୍ରାୟେଲୀୟମାନେ ମିସ୍ପୀର ପଲେଷ୍ଟୀୟଙ୍କକ୍ସ୍ଟ ଅନକ୍ସ୍ଟଧାବନ କଲେ। ସମାନେେ ବୈଥ୍-କର ପର୍ୟ୍ଯନ୍ତ ସମାନଙ୍କେୁ ଅନକ୍ସ୍ଟଧାବନ କଲେ। ସମାନେେ ପଲେଷ୍ଟୀୟ ୈସନ୍ଯମାନଙ୍କୁ ସହେି ରାସ୍ତା ରେ ହତ୍ଯା କଲେ।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହୁଁ ଇସ୍ରାଏଲ ଲୋକମାନେ ମିସ୍ପୀରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବୈଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲୀୟମାନେ ମିସ୍ପୀରୁ ପଲେଷ୍ଟୀୟଙ୍କୁ ଅନୁଧାବନ କଲେ। ସେମାନେ ବୈଥ୍-କର ପର୍ଯ୍ୟନ୍ତ ସେମାନଙ୍କୁ ଅନୁଧାବନ କଲେ। ସେମାନେ ପଲେଷ୍ଟୀୟ ସୈନ୍ୟମାନଙ୍କୁ ସେହି ରାସ୍ତାରେ ହତ୍ୟା କଲେ।
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।
Odia IRV 2017 (ଓଡିଆ ବାଇବେଲ)
ତହୁଁ ଇସ୍ରାଏଲ ଲୋକମାନେ ମିସ୍ପାରୁ ବାହାରି ପଲେଷ୍ଟୀୟମାନଙ୍କ ପଛେ ପଛେ ଗୋଡ଼ାଇ ବେଥ୍-କର ତଳ ପର୍ଯ୍ୟନ୍ତ ସେମାନଙ୍କୁ ଆଘାତ କଲେ।