1 Samuel 7:12 — Compare Translations
5 translations compared side by side
Odia - 1840
"ଶାମକ୍ସ୍ଟଯଲେ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ଯ ଲୋକମାନଙ୍କୁ ସାହାୟ୍ଯ କରିବା ଏବଂ ସଦାପ୍ରଭୁଙ୍କର ସାହାୟ୍ଯ ମନେ ରଖିବା, ସେ ଏହି ପଥରକକ୍ସ୍ଟ ମିସ୍ଫୀ ଓ ଶନେ ମଧିଅରେ ପ୍ରତିଷ୍ଠା କଲେ ଏହାର ନାମ ସାହାୟ୍ଯକାରୀ ପଥର ରଖିଲେ। ଶାମକ୍ସ୍ଟଯଲେ କହିଲେ, ସଦାପ୍ରଭୁ ଆମ୍ଭକକ୍ସ୍ଟ ଏ ସ୍ଥାନ ରେ ସବୁ ପ୍ରକାର ସାହାୟ୍ଯ କରିଛନ୍ତି।"
Odia 2014 (Re-edited) (ପବିତ୍ର ବାଇବଲ (Re-edited) - (BSI))
ତହିଁରେ ଶାମୁୟେଲ ଖଣ୍ତେ ପଥର ନେଇ ମିସ୍ପୀ ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି ।
Odia Bible ERV 2004 (ପବିତ୍ର ବାଇବଲ)
ଇସ୍ରାଏଲରେ ଶାନ୍ତି ପ୍ରତିଷ୍ଠା ଶାମୁୟେଲ ଏକ ପଥର ପ୍ରତିଷ୍ଠା କଲେ। ସେ ଏହା କରିବାର ଉଦ୍ଦେଶ୍ୟ ଲୋକମାନଙ୍କୁ ସାହାଯ୍ୟ କରିବା ଏବଂ ସଦାପ୍ରଭୁଙ୍କର ସାହାଯ୍ୟ ମନେ ରଖିବା, ସେ ଏହି ପଥରକୁ ମିସ୍ପୀ ଓ ଶେନ ମଧ୍ୟରେ ପ୍ରତିଷ୍ଠା କଲେ ଏହାର ନାମ “ସାହାଯ୍ୟକାରୀ ପଥର” ରଖିଲେ। ଶାମୁୟେଲ କହିଲେ, “ସଦାପ୍ରଭୁ ଆମ୍ଭକୁ ଏ ସ୍ଥାନରେ ସବୁ ପ୍ରକାର ସାହାଯ୍ୟ କରିଛନ୍ତି।”
Odia IRV (ଇଣ୍ଡିୟାନ ରିୱାଇସ୍ଡ୍ ୱରସନ୍ ଓଡିଆ -NT)
ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, “ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।”
Odia IRV 2017 (ଓଡିଆ ବାଇବେଲ)
ତହିଁରେ ଶାମୁୟେଲ ଖଣ୍ଡେ ପଥର ନେଇ ମିସ୍ପା ଓ ଶେନ ମଧ୍ୟସ୍ଥାନରେ ସ୍ଥାପନ କରି ତହିଁର ନାମ ଏବନ୍-ଏଜର (ଉପକାର ସ୍ମରଣାର୍ଥକ ପ୍ରସ୍ତର) ରଖି କହିଲେ, ଏପର୍ଯ୍ୟନ୍ତ ସଦାପ୍ରଭୁ ଆମ୍ଭମାନଙ୍କର ଉପକାର କରିଅଛନ୍ତି।